ବିଶ୍ଵବ୍ୟାପୀ ଯୋଗ ଦିବସ ପାଳନ, ଯୋଗ…
ଓଏଲ୍ ବ୍ୟୁରୋ: ସୁସ୍ଥ ଜୀବନ ପାଇଁ ଦରକାର ଯୋଗ। କେବଳ ଶରୀର ନୁହେଁ, ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ। ଏଥିପାଇଁ ସାରା ବିଶ୍ୱରେ ଯୋଗ ପ୍ରତି ସଚେତନତା ସୃଷ୍ଟି କରିବା ପାଇଁ ଆଜିର ଦିନକୁ ଅର୍ଥାତ୍ ଜୁନ୍ ୨୧ ତାରିଖକୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥାଏ। ସୁସ୍ଥ ଓ…