ଭଦ୍ରକ: ୨ ଦିନ ପାଇଁ ଇଣ୍ଟରନେଟ୍ ସେବା…
ଓଏଲ୍ ବ୍ୟୁରୋ: ସୋସିଆଲ ମିଡିଆ ପୋଷ୍ଟରୁ ତୁମୁଳକାଣ୍ଡ। ଭଦ୍ରକ ଜିଲ୍ଲାରେ ୨ ଦିନ ପାଇଁ ଇଣ୍ଟରନେଟ୍ ସେବା ବନ୍ଦ। ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଦେଖା ଦେଇଥିବା ଉତ୍ତେଜନା ପରେ ଏଭଳି ଚରମ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା…