କରୋନା: ଆଇସିଏସଇ ଓ ଆଇଏସସି ପରୀକ୍ଷା…
ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ କରୋନା ଭାଇରସ୍ରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି କରୋନା ମୁକାବିଲା ପାଇଁ ଦେଶରେ ବିଭିନ୍ନ ବୋର୍ଡ ପରୀକ୍ଷାକୁ ସ୍ଥଗିତ କରାଯାଇଥିବା ବେଳେ ଆଜି ଆଇସିଏସଇ ଓ ଆଇଏସସି ପରୀକ୍ଷା ସ୍ଥଗିତ କରାଯାଇଛି। ଆଜି ଠାରୁ ମାର୍ଚ୍ଚ ୩୧ ମଧ୍ୟରେ ହେବାକୁ…