ଏଥର ଘରୋଇ ମାଟିରେ ଖେଳିବ ଓଡ଼ିଶା ଏଫସି
ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍ ରେ ଓଡ଼ିଶା ଏଫସି ପ୍ରଥମ ଥର ପାଇଁ ହିରୋ ଇଣ୍ଡିଆନ୍ ସୁପର ଲିଗ୍ (ଆଇଏସ୍ଏଲ୍) ମ୍ୟାଚ୍ ଖେଳିବାକୁ ଯାଉଛି । ଆସନ୍ତା ୨୭ ତାରିଖ ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ରେ ଘରୋଇ ଓଡ଼ିଶା ଏଫସି ଏବଂ ଜାମସେଦପୁର ଏଫସି ମଧ୍ୟରେ ଏହି ମ୍ୟାଚ୍ ଖେଳାଯିବ ।
ଏଥିପାଇଁ…