୪ ଦିନ ପାଇଁ ରତ୍ନଭଣ୍ଡାର ମରାମତି…
ଓଏଲ୍ ବ୍ୟୁରୋ: ଜାନୁୟାରୀ ୧୨ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ମକରସଂକ୍ରାନ୍ତି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ୪ ଦିନ କାମ ସ୍ଥଗିତ ରହିବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।…