Odisha Link
Bridging the Missing Links in Odisha
Browsing Tag

JAGANNATH TEMPLE

ନୂଆ ଏସଓପି; ସକାଳ ୬ରୁ ଜଗା ଦର୍ଶନ

ପୁରୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିର ପାଇଁ ଗାଇଡଲାଇନ ଜାରି କରିଛି ମନ୍ଦିର ପ୍ରଶାସନ। ଗତ କିଛି ଦିନ ମଧ୍ୟରେ ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଆସନ୍ତାକାଲିଠାରୁ ପ୍ରତି ରବିବାର ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରଖିବା ସହ ସଂକ୍ରମଣକୁ ଏଡାଇବା ପାଇଁ ଏସଓପି ଜାରି…

ଆଜି ପବିତ୍ର ଦୋଳ ପୂର୍ଣ୍ଣମା, ସୁନା…

ପୁରୀ: ଆଜି ପବିତ୍ର ଦୋଳ ପୂର୍ଣ୍ଣମା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ସୁନାବେଶ। ରତ୍ନ ସିଂହାସନରେ ମହାପ୍ରଭୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ପ୍ରମୁଖ ଯାତ୍ରା ହେଉଛି ଦୋଳଯାତ୍ରା ବା ଦୋଳପୂର୍ଣ୍ଣିମା। ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ…

ଏପ୍ରିଲ ମାସରୁ ସବୁ ରବିବାର ବନ୍ଦ ରହିବ…

ପୁରୀ: କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଏପ୍ରିଲ ମାସରୁ ସବୁ ରବିବାର ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ସେଦିନ ଶ୍ରୀମନ୍ଦିର ପରିସର ଏବଂ ବ୍ୟାରିକେଡ ବିଶୋଧନ କରାଯିବ। ଏ ସମ୍ପର୍କରେ ଶୀଘ୍ର ପ୍ରଶାସନିକ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ପ୍ରକାଶ କରିଛନ୍ତି।…

କରୋନା ସଂକ୍ରମଣର ଦ୍ୱିତୀୟ ଲହରି:…

ପୁରୀ: ଦୀର୍ଘ ଏଗାର ମାସ ହେବ କଲବଲ କଲାଣି କରୋନା ସଂକ୍ରମଣ। ହେଲେ କିଛି ଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ କମିଥିବାରୁ ସ୍କୁଲ କଲେଜ ଖୋଲିବା ସହିତ ଧର୍ମାନୁଷ୍ଠାନ ଖୋଲିଛି। ହେଲେ ଏବେ ପୁଣି ଘାରିଛି କରୋନାର ଦ୍ବିତୀୟ ଲହରି ଭୟ। ନିକଟରେ ମହାରାଷ୍ଟ୍ର ସମେତ ଅନ୍ୟ ୫ ରାଜ୍ୟରେ ଏହା ବ୍ୟାପିବାରେ ଲାଗିଛି।…

ଆଜି ମହାପ୍ରଭୁଙ୍କ ବନକଲାଗି, ୪ଘଣ୍ଟା…

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ଦେଶୀୟ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ…

ସୁନାବେଶ ବିଳମ୍ବ ସମୀକ୍ଷା ବୈଠକ

ପୁରୀ: ପୌଷ୍ୟ ପୁର୍ଣ୍ଣିମା ଅବସରରେ ଅନୁଷ୍ଠିତ ମହାପ୍ରଭୁଙ୍କ ସୁନାବେଶ ବିଳମ୍ବକୁ ନେଇ ସମୀକ୍ଷା ବୈଠକ ଅନୁଷ୍ଠତ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଆରମ୍ଭ ହୋଇଛି ଏହି ବୈଠକ। ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧକ୍ଷତାରେ ବୈଠକ ଆରମ୍ଭ ହୋଇଛି। ସମୀକ୍ଷା ବୈଠକ…

ଆଜି ଦିନକ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ: ଆଜି ଦିନକ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର। ଏନେଇ ଏସଓପି ଅନୁସାରେ ରବିବାର ସାଧାରଣ ଦର୍ଶନକୁ ବନ୍ଦ ରଖିଛି ପ୍ରଶାସନ। ଶ୍ରୀମନ୍ଦିର ପରିସରକୁ ସାନିଟାଇଜ୍ କରିବାକୁ ଏପରି ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ଏନେଇ ଏସଓପି ଜାରି କରାଯାଇଥିଲା। ଏବେ ବିନା କୋଭିଡ଼ ରିପୋର୍ଟରେ ସମସ୍ତ ଭକ୍ତ ମହାବାହୁଙ୍କୁ…

ଶ୍ରୀମନ୍ଦିରରେ ନିର୍ବିଘ୍ନ ଦର୍ଶନ ଲାଗି…

ପୁରୀ: କାଲି ଠାରୁ ବିନା ନେଗେଟିଭ ରିପୋର୍ଟରେ ଭକ୍ତ ଦର୍ଶନ କରିବେ ଶ୍ରୀଜିଉଙ୍କୁ। ଏନେଇ ନିର୍ବିଘ୍ନ ଦର୍ଶନ ନେଇ ପୁରୀ ଜିଲ୍ଲାପାଳ ପରମର୍ଶ ଦେଇଛନ୍ତି। ଡିଆଇଜି ଆଶିଷ ସିଂହ ଓ ଏସ୍‌ପି ସମୀକ୍ଷା କରିଛନ୍ତି। ଦୈଦିକ ୩୦ ହଜାର ଶ୍ରଦ୍ଧାଳୁଙ୍କ ନିର୍ବିଘ୍ନ ଦର୍ଶନ ପାଇଁ ପ୍ରସ୍ତୁତି କରାଯାଇଛି। ସକାଳ ୬ରୁ ୭ଟା…

୨୧ରୁ ବିନା ରିପୋର୍ଟରେ ଜଗା ଦର୍ଶନ

ପୁରୀ: ଆସନ୍ତା ୨୧ ତାରିଖରୁ ଶ୍ରୀମନ୍ଦିରରେ ମିଳିବ ଶ୍ରୀଜିଉଙ୍କ ଦର୍ଶନ। ଆଉ ଦରକାର ହେବ ନାହିଁ କୋଭିଡ୍ ନେଗେଟିଭ୍ ରିପୋର୍ଟ। କୋଭିଡ୍ ରିପୋର୍ଟ ନଦେଲେ ମଧ୍ୟ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଏନେଇ ଆଜି ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ପୂର୍ବ…

ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ସର୍ବସାଧାରଣ…

ପୁରୀ: ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହେବ ସର୍ବସାଧାରଣ ଦର୍ଶନ। ମାର୍କେଟ୍ ଛକ ଠାରୁ ସ୍ବତନ୍ତ୍ର ବ୍ୟାରିକେଡ୍ ଯୋଗେ ସିଂହଦ୍ବାରକୁ ଆସିବା ପରେ ଭକ୍ତମାନଙ୍କ ଫଟୋ ଉଠାଯିବା ସହ ହାତ ସାନିଟାଇଜ୍ କରି ଶ୍ରୀମନ୍ଦିରରେ ପ୍ରବେଶ କରିବାର ବ୍ୟବସ୍ଥା ହୋଇଛି। ଏସ୍.ଓ.ପି ଅନୁସାରେ ଶ୍ରୀମନ୍ଦିର ଭିତରେ କୌଣସି…