ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ସର୍ବସାଧାରଣ…
ପୁରୀ: ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହେବ ସର୍ବସାଧାରଣ ଦର୍ଶନ। ମାର୍କେଟ୍ ଛକ ଠାରୁ ସ୍ବତନ୍ତ୍ର ବ୍ୟାରିକେଡ୍ ଯୋଗେ ସିଂହଦ୍ବାରକୁ ଆସିବା ପରେ ଭକ୍ତମାନଙ୍କ ଫଟୋ ଉଠାଯିବା ସହ ହାତ ସାନିଟାଇଜ୍ କରି ଶ୍ରୀମନ୍ଦିରରେ ପ୍ରବେଶ କରିବାର ବ୍ୟବସ୍ଥା ହୋଇଛି।
ଏସ୍.ଓ.ପି ଅନୁସାରେ ଶ୍ରୀମନ୍ଦିର ଭିତରେ କୌଣସି…