ଓଡ଼ିଶା ଛାଡିଦେବି: ସ୍ମିତାରାଣୀଙ୍କ ବାପା
ଯାଜପୁର: ଯାଜପୁର ଜିଲ୍ଲା ହରିଦାସପୁର ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ପରେ ନିଜକୁ ଅସୁରକ୍ଷିତ ମଣିଛନ୍ତି ତାଙ୍କ ବାପା ସଦାନନ୍ଦ ବିଶ୍ୱାଳ। ସେ କହିଛନ୍ତି, ଝିଅକୁ ହତ୍ୟା କରିଦେବା ପରେ ମୁଁ ଏଠି ଆଉ ନିଜକୁ ନିରାପଦ ମଣୁ ନାହିଁ। ପୁଅମାନେ ବାହାରେ ରହୁଛନ୍ତି। ତେଣୁ ମୁଁ ତାଙ୍କ ପାଖକୁ ପଳାଇବି। ଏଠି କାହା…