କ୍ରିକେଟର ହେବାକୁ ଚାହୁଁଥିଲେ, ପ୍ରଥମ…
ଓଏଲ୍ ବ୍ୟୁରୋ: ଆଜି ନଭେମ୍ବର ୧୪ ତାରିଖ, ଶିଶୁ ଦିବସ। ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ଦିବସ ନଭେମ୍ବର ୧୪ ତାରିଖକୁ ପ୍ରତିବର୍ଷ ଭାରତରେ ଶିଶୁ ଦିବସ ଭାବେ ପାଳନ କରାଯାଇଥାଏ। ତେବେ ଆଜିର ଦିନରେ ପଣ୍ଡିତ ଜବାହରଲାଲ ନେହେରୁଙ୍କ ବିଷୟରେ ଜାଣନ୍ତୁ କିଛି ଅଜଣା…