ଜୁଲାଇ ୩ରେ ଜେଇଇ ଆଡଭାନ୍ସ ପରୀକ୍ଷା
ଭୁବନେଶ୍ବର: ଆସନ୍ତା ଜୁଲାଇ ୩ ତାରିଖରେ ଜେଇଇ ଆଡଭାନ୍ସ ପରୀକ୍ଷା ପାଇଁ ଘୋଷଣା କରାଯାଇଛି। ୭୫ ପ୍ରତିଶତ ମାନଦଣ୍ଡକୁ ହଟାଇ ଦିଆଯାଇଛି। ଆଇଆଇଟି ଗଡଗପୁର ଏହାର ଆୟୋଜନ କରିବ। ଏନେଇ ସୂଚନା ନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ।
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଗୁରୁବାର…