ଝାଡ଼ଖଣ୍ଡ ଓ କର୍ଣ୍ଣାଟକରେ ଭୂକମ୍ପ
ନୂଆଦିଲ୍ଲୀ : ଆଜି ସକାଳୁ ସକାଳୁ ଝାଡଖଣ୍ଡ ଏବଂ କର୍ଣ୍ଣାଟକରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି ସକାଳ ୬ଟା ୫୫ମିନିଟ୍ ରେ ଲୋକମାନେ ଭୂକମ୍ପ ଝଟ୍କା ଅନୁଭବ କରିଥିଲେ। ଝାଡଖଣ୍ଡର ଜାମସେଦପୁରରେ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୭ ଥିଲା।
ସେହିପରି କର୍ଣ୍ଣାଟକର ହାମ୍ପିରେ ସମାନ ସମୟରେ ଅର୍ଥାତ୍…