କରୋନାରେ ଚାଲିଗଲେ ବରିଷ୍ଠ ସାମ୍ୱାଦିକ…
ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି। ବଢୁଛି କରୋନାର କାୟା। ସ୍ଥିତି ହେଉଛି ବେକାବୁ। ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି। କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା…