କର୍ଣ୍ଣାଟକ: ଅଯୋଗ୍ୟ ଲଢ଼ିପାରିବେ…
ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟରେ କର୍ଣ୍ଣାଟକର ୧୭ ଅଯୋଗ୍ୟ ବିଧାୟକଙ୍କ ମାମଲାର ଶୁଣାଣି ହୋଇଛି। ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍ ଏନ.ଭି ରମଣା କର୍ଣ୍ଣାଟକ ବିଧାନସଭା ବାଚସ୍ପତିଙ୍କ ନିଷ୍ପତ୍ତିକୁ କାଏମ୍ ରଖିଛନ୍ତି। ଏଥିସହ ବାଚସ୍ପତି ଅଯୋଗ୍ୟ ବିବେଚିତ କରିଥିବା ବିଧାୟକୟଙ୍କୁ…