କରୋନା ସନ୍ଦିଗ୍ଧ ଦମ୍ପତିଙ୍କ ରିପୋର୍ଟ…
କଟକ: ସିଙ୍ଗାପୁର ଦେଇ ପାରାଦୀପରେ ପହଞ୍ଚିଥିବା ଏକ ଦମ୍ପତିଙ୍କୁ କରୋନା ଆକ୍ରାନ୍ତରେ ସନ୍ଦେହ କରାଯାଇ କଟକ ଏସ୍ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ରକ୍ତ ଏବଂ ସ୍ବାବ୍ ନମୁନା ପରୀକ୍ଷା ପାଇଁ ପୁଣେ ସ୍ଥିତ ଏନ୍ଆଇଭିକୁ ପଠାଯାଇଥିଲା। ଗୁରୁବାର ଉଭୟଙ୍କ ନମୁନା ପରୀକ୍ଷା ରିପୋର୍ଟ…