Odisha Link
Bridging the Missing Links in Odisha
Browsing Tag

Krushi Odisha

କୃଷି ଓଡ଼ିଶା ୨୦୨୪ ଉଦଘାଟିତ, ଏବର୍ଷର…

ଓଏଲ୍‌ ବ୍ୟୁରୋ: ଉଦଘାଟିତ ହେଲା ‘କୃଷି ଓଡିଶା-୨୦୨୪’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ଜନତା ମଇଦାନଠାରେ ‘କୃଷି ଓଡିଶା-୨୦୨୪’ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ କ୍ଷେତ୍ରରେ ମହିଳାମାନଙ୍କ ଅଧିକ ଭାଗିଦାରୀ ପାଇଁ ଆହ୍ୱାନ…

ଟେକ୍ନୋଲୋଜି ହେଉଛି କୃଷି ବିକାଶର ଆଧାର:…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବରମୁଣ୍ଡା ପଡିଆଠାରେ ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ ‘କୃଷି ଓଡିଶା’ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ କୃଷକ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଫାର୍ମ ମେକାନାଇଜେସନ ଓ ଫସଲ ବିବିଧତା ଉପରେ ଗୁରୁତ୍ବ ଆରୋପ କରି ଚାଷୀ…

ଆଜିଠୁ ‘କୃଷି ଓଡ଼ିଶା ୨୦୨୧’ ଆରମ୍ଭ

ଭୁବନେଶ୍ୱର: ଆଜିଠୁ ‘କୃଷି ଓଡ଼ିଶା ୨୦୨୧’ ଆରମ୍ଭ। ଭୁବନେଶ୍ୱର ବରମୁଣ୍ଡା ସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଏହି ମେଗା କୃଷି ପ୍ରଦର୍ଶନୀ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମେଗା କୃଷି ପ୍ରଦର୍ଶନୀ ‘କୃଷି ଓଡ଼ିଶା ୨୦୨୧’କୁ ଉଦ୍‌ଘାଟନ କରିବେ। ଫିକି ସହଯୋଗରେ ରାଜ୍ୟ କୃଷି ଓ କୃଷକ…

ଛତୁ ଉତ୍ପାଦନରେ ଏକ ନମ୍ବର ଓଡ଼ିଶା: ଅରୁଣ…

ଭୁବନେଶ୍ବର: ଚଳିତ ବର୍ଷ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଫିକି ସହଯୋଗରେ ଆରମ୍ଭ ହେବ ରାଜ୍ୟସ୍ତରୀୟ କୃଷି ମେଳା ‘କୃଷି ଓଡ଼ିଶା’। ଏହା ଆସନ୍ତା ୧୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ହେବାକୁ ଥିବା ଏହି ମହୋତ୍ସବକୁ ୧୫ ତାରିଖ ସନ୍ଧ୍ୟା ୫ଟା ୩୦ରେ…

ମାର୍ଚ୍ଚ ୧୫ରୁ ଆରମ୍ଭ ହେବ ରାଜ୍ୟସ୍ତରୀୟ…

ଭୁବନେଶ୍ବର: ଚଳିତ ବର୍ଷ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଫିକି ସହଯୋଗରେ ଆରମ୍ଭ ହେବ ରାଜ୍ୟସ୍ତରୀୟ କୃଷି ମେଳା ‘କୃଷି ଓଡ଼ିଶା’। ଏହି କୃଷି ମେଳା ମାର୍ଚ୍ଚ ୧୫ ତାରିଖରୁ ୧୯ ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେବ। ୫ ଦିନ ଧରି ଏହି କାର୍ଯ୍ୟକ୍ରମ ବରମୁଣ୍ଡାର ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଆୟୋଜିତ ହେବ।…

କୃଷି ଓ ଗୋପାଳନ ଭାରତର ଅର୍ଥନୀତି ଓ…

ଭୁବନେଶ୍ବର: କୃଷି ଓ ଗୋପାଳନ ଭାରତର ଅର୍ଥନୀତି ଓ ସଂସ୍କୃତିର ଆଧାର। କୃଷି ଓ କୃଷକର ବିକାଶ ହିଁ ଦେଶର ତଥା ରାଜ୍ୟର ବିକାଶ । ଏଣୁ ଏହି କ୍ଷେତ୍ର ଅଗ୍ରାଧିକାର ପାଇବା ଦରକାର । ସୁଖର କଥା କୃଷି ଓ କୃଷକଙ୍କୁ ଗୁରୁତ୍ୱ ଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏହି କ୍ଷେତ୍ର ପାଇଁ ଅନେକଗୁଡ଼ିଏ ସକାରାତ୍ମକ…

ମହିଳାମାନଙ୍କର ଭାଗୀଦାରିତା ଓଡ଼ିଶାର କୃଷି…

ଭୁବନେଶ୍ବର: କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ମହିଳାମାନଙ୍କର ଭାଗୀଦାରିତା ଓଡ଼ିଶାର କୃଷି କ୍ଷେତ୍ରକୁ ଆଗକୁ ନେଇପାରିଛି। କୃଷି କ୍ଷେତ୍ରରେ ମହିଳାମାନେ ସେମାନଙ୍କର ଦକ୍ଷତା ପ୍ରତିପାଦନ କରିଛନ୍ତି । ଏଥି ସହିତ ଓଡ଼ିଶାର ବିକାଶ ପର୍ବରେ ମହିଳାମାନଙ୍କର ଯୋଗଦାନକୁ ସ୍ୱୀକୃତିପୂର୍ବକ ରାଜ୍ୟ ସରକାର ମହିଳା…

କୃଷି କ୍ଷେତ୍ରରେ ଅଧିକ ଋଣ ଯୋଗାଇ ଦେବା…

ଭୁବନେଶ୍ବର: ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର କୃଷକମାନଙ୍କ ଆୟ ଦ୍ୱିଗୁଣିତ କରିବା ଲକ୍ଷ୍ୟରେ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ବିଭିନ୍ନ ରାଷ୍ଟ୍ରାୟତ୍ତ ଓ ଘରୋଇ ବ୍ୟାଙ୍କ୍‌ମାନେ ଚାଷୀମାନଙ୍କୁ କୃଷିଋଣ ଯୋଗାଇ ଦେବା ନିମନ୍ତେ ଆଗଭର ହୁଅନ୍ତୁ ।ଓଡ଼ିଶାର ୮୦ ପ୍ରତିଶତରୁ ଉଦ୍ଧ୍ୱର୍ କ୍ଷୁଦ୍ର ଓ ନାମମାତ୍ର ଚାଷୀ…

କୃଷି ଋଣ ଯୋଗାଣ ପାଇଁ ସମବାୟ ବିଭାଗ…

ଭୁବନେଶ୍ବର: ବିକାଶ ଓ ଅର୍ଥନୈତିକ ଉନ୍ନତିରେ କୃଷକମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ନିମନ୍ତେ ଅନେକଗୁଡ଼ିଏ ଯୋଜନା ପ୍ରଣୟନ କରିଥିବା ପରିପ୍ରେକ୍ଷୀରେ ଚାଷୀମାନଙ୍କୁ ଠିକ୍‌ ସମୟରେ ପର୍ଯ୍ୟାପ୍ତ ଋଣ ଯୋଗାଇ ଦେବା ଦିଗରେ ସମବାୟ ବିଭାଗ ଅଗ୍ରଣୀ ଭୂମିକା…

କୃଷି ଓଡ଼ିଶା: କୃଷକଙ୍କ ଆୟ ବୃଦ୍ଧି କରିବ…

ଭୁବନେଶ୍ବର: ଲାଭଜନକ କୃଷି ପାଇଁ ପ୍ରୟାସ – ଏହି ଥିମ୍‌କୁ ନେଇ ସୋମବାର ଭୁବନେଶ୍ୱର ଜନତା ମଇଦାନରେ ଆରମ୍ଭ ହୋଇଛି ‘କୃଷି ଓଡ଼ିଶା-୨୦୨୦’। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିଲେ । ଓଡ଼ିଶାର ଚାଷୀ ରାଜ୍ୟ ବିକାଶର ସାରଥୀ ହେବାକୁ ଆହ୍ୱାନ ଦେଇଥିଲେ। “ଚାଷୀମାନେ ହେଉଛନ୍ତି ଦେଶର ଶକ୍ତି।…