କୁନୋ ଜାତୀୟ ଉଦ୍ୟାନରୁ ଆସିଲା ଖୁସି ଖବର;…
ଓଏଲ୍ ବ୍ୟୁରୋ: ମଧ୍ୟପ୍ରଦେଶ କୁନୋ ଜାତୀୟ ଉଦ୍ୟାନରେ ତିନି ଶାବକଙ୍କୁ ଜନ୍ମ ଦେଇଛି ନାମିବିଆରୁ ଆସିଥିବା ଚିତା ଜ୍ୱାଲା। ଏନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଭୁପେନ୍ଦ୍ର ଯାଦବ। ଏହା ସହ ଏକ ଭିଡିଓ ମଧ୍ୟ ପୋଷ୍ଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ। ଏଥିରେ ଚିତା ଶାବକ ମା’ ପାଖରେ…