ଭୁବନେଶ୍ୱର କେଭି-୧ରୁ କରୋନା ପଜିଟିଭ୍…
ଭୁବନେଶ୍ୱର: ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ର ଜଣେ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ଏନେଇ କେନ୍ଦ୍ରୀୟ ବିଦ୍ୟାଳୟ-୧ ଭାଇସ୍ ପ୍ରିନ୍ସିପାଲ ଉପେନ୍ଦ୍ର ସିଂ ସୂଚନା ଦେଇଛନ୍ତି। ଭାଇସ୍ ପ୍ରିନ୍ସିପାଲ କହିଛନ୍ତି,ପୂର୍ବରୁ ଛାତ୍ରଙ୍କ ବାପା ପଜିଟିଭ ଚିହ୍ନଟ ହୋଇଥିଲେ। ଛାତ୍ର ଜଣକ ଗତ ଶନିବାର…