Odisha Link
Bridging the Missing Links in Odisha
Browsing Tag

leave

ସମ୍ଭାବ୍ୟ ବାତ୍ୟା ମୁକାବିଲା: ସରକାରୀ…

ଓଏଲ୍‌ ବ୍ୟୁରୋ: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ…

ବଡ଼ ଖବର: ଜୁନ୍‌ ୩୦ ଯାଏଁ ସରକାରୀ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଅପରାହ୍ନରେ ଶପଥ ଗ୍ରହଣ କରିବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ନୂଆ ସରକାର ଶପଥ ଗ୍ରହଣ କରିବ। ଏସବୁ ମଧ୍ୟରେ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ। ଜୁନ୍‌ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ ହୋଇଥିବା ନେଇ ବିଜ୍ଞପ୍ତି ପ୍ରକାଶ…

୬ ମାସ ଛୁଟିରେ ଗଲେ ଆଇଏଏସ୍ ସୁଜାତା…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବା ପୂର୍ବରୁ ଛୁଟିରେ ଗଲେ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ସୁଜାତା କାର୍ତ୍ତିକେୟନ। ପିଲା ଯତ୍ନ ପାଇଁ ୬ମାସ ଛୁଟିରେ ଚର୍ଚ୍ଚିତ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ। ସୁଜାତା ହେଉଛନ୍ତି ବିଜୁ ଜନତା ଦଳର ଟାଣୁଆ ନେତା ଭି କାର୍ତ୍ତିକ…

କରୋନା ହେଲେ ବେସରକାରୀ କର୍ମଚାରୀଙ୍କୁ…

ଉତ୍ତରପ୍ରଦେଶ: ଦେଶରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏଭଳି ପରିସ୍ଥିତିରେ ବେସରକାରୀ କର୍ମଚାରୀଙ୍କୁ କରୋନା ହେଲେ ମିଳିବ ୨୮ ଦିନର ଛୁଟି ସହ ଦରମା। ଆଜି ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘୋଷଣା କରିଛନ୍ତି। ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି,…

ବନ କର୍ମଚାରୀଙ୍କ ଛୁଟି ଉପରେ ଲାଗିଲା…

ସମ୍ବଲପୁର: ରାଜ୍ୟବ୍ୟାପୀ ଅନେକ ସ୍ଥାନରେ ଜଳୁଛି ଜଙ୍ଗଲ। ଜଙ୍ଗଲରେ ନିଆଁ ଲାଗିବା ପରେ ବନ ବିଭାଗ କର୍ମଚାରୀଙ୍କ ଛୁଟି ଉପରେ ଲାଗିଲା ରୋକ୍। ସମ୍ବଲପୁରରେ ବନ ବିଭାଗ କର୍ମଚାରୀଙ୍କ ଛୁଟି ଉପରେ ରୋକ୍‌ ଲାଗାଇଛି ଜିଲ୍ଲା ପ୍ରଶାସନ। ଅତି ଜରୁରୀ କାମ ନଥିଲେ କେହି କର୍ମଚାରୀ ଛୁଟି ନେଇ ପାରିବେନାହିଁ। ଏନେଇ…