ଜଳ ଯୋଗାଣ କର୍ମଚାରୀଙ୍କ ଛୁଟି ବାତିଲ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ତାତି ବି ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ଅଞ୍ଚଳରେ ପାନୀୟ ଜଳର ଉତ୍କଟ ସଂକଟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଖରାଦିନ ପାଇଁ ଜଳ ଯୋଗାଣ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି।
ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଜଳ ଯୋଗାଣ…