ଜମ୍ମୁ-କଶ୍ମୀରର ପ୍ରଥମ ଉପରାଜ୍ୟପାଳ ହେବେ…
ନୂଆଦିଲ୍ଲୀ: ପୁଣି ଜଣେ ଓଡ଼ିଆଙ୍କୁ କେନ୍ଦ୍ରରେ ଗୁରୁତ୍ବ। ଭାରତର ସବୁଠାରୁ ଚର୍ଚ୍ଚିତ ନବଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ କଶ୍ମୀରର ପ୍ରଥମ ଉପ-ରାଜ୍ୟପାଳ ହେବେ ଓଡ଼ିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ। ସେ ବର୍ତ୍ତମାନ ଅର୍ଥମନ୍ତ୍ରଣାଳୟରେ ଏକ୍ସପେଣ୍ଡିଚର ସଚିବ ଦାୟିତ୍ୱରେ ଅଛନ୍ତି।
ଓଡ଼ିଶାର ମୟୁରଭଞ୍ଜ…