ମିଲର ଓ ରାଜ୍ୟ ସରକାରଙ୍କ ଅରୁଆ ଉଷୁନା…
ଭୁବନେଶ୍ୱର: ରାଜ୍ୟ ସରକାର ମିଲର ମାନଙ୍କ ସ୍ୱାର୍ଥରେ କାମ କରୁଛନ୍ତି। ରାଜ୍ୟ ସରକାର ଉଷୁନା ଚାଉଳ ପାଇଁ ମିଲରମାନଙ୍କ ପାଇଁ ଓକିଲାତି କରୁଛନ୍ତି। ଉଷୁନା ଚାଉଳକୁ ଉତ୍ପାଦନ କଲେ ମିଲରମାନେ ଲାଭବାନ ହୁଅନ୍ତି। ଓଡ଼ିଶାର ମିଲରମାନଙ୍କ ପାଖରେ ଉଷୁନା ଚାଉଳ ଗଚ୍ଛିତ ହୋଇଥିବାରୁ ସେମାନେ ଏହାକୁ ଆଗ ଖାଲି…