ରାଜ୍ୟରେ ଆଜି ଠାରୁ ଲଘୁଚାପ ବର୍ଷା ଆରମ୍ଭ
ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଛି। ଆଜି ଠାରୁ ବର୍ଷା ପ୍ରକୋପ ଆହୁରି ବଢ଼ିବ। ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ନେଇ ସତର୍କ କରାଇ ଦେଇଛି ପାଣିପାଗ ବିଭାଗ।
ବର୍ଷାକୁ ନେଇ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ରହିଛି। ବିଶେଷ କରି…