ପୁଣି ଥରେ ଇତିହାସ ରଚିଲା ସମ୍ ହସ୍ପିିଟାଲ
ଭୁବନେଶ୍ୱର : ଓଡ଼ିଶାର ଡାକ୍ତରୀ ଇତିହାସରେ ଦ୍ୱିତୀୟ ଥର ପାଇଁ ସଫଳତାର ସହ ଯକୃତ ପ୍ରତ୍ୟାରୋପଣ କରାଯାଇ ପାରିଛି । ଶିକ୍ଷା ଓ ଅନୁସନ୍ଧାନ ଡିମଡ୍ ଟୁ ବି ୟୁନିଭର୍ସିଟି ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସ୍ପିଟାଲରେ ରବିବାର ଦିନ ଦ୍ୱିତୀୟ ଥର ପାଇଁ ସଫଳତାର ସହ ଲିଭିଙ୍ଗ ଡୋନର୍…