Odisha Link
Bridging the Missing Links in Odisha
Browsing Tag

Lokaseva Bhawan

ଆଉ ୯ ଦୁର୍ନୀତି ଗ୍ରସ୍ତ ଅଧିକାରୀଙ୍କୁ…

ଭୁବନେଶ୍ବର: ବିଦାହେଲେ ଆଉ ୯ ଦୁର୍ନୀତି ଓ ଅପାରଗ ଅଧିକାରୀ। ଏନେଇ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା…

କ୍ୟାବିନେଟ ନିଷ୍ପତ୍ତି

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଂଜୁରୀ ମିଳିଛି। ଏହା ସହିତ ସୁବର୍ଣ୍ଣରେଖା ନଦୀରେ ହାଇଲେଭଲ ବ୍ରିଜ୍‌ ନିର୍ମାଣ ପ୍ରସ୍ତାବକୁ ମଧ୍ୟ ପଞ୍ଜୁରୀ ମିଳିଛି। ବାଲିଆପାଳ ଓ ଭୋଗରାଇ ବ୍ଲକକୁ ସଂଯୋଗ କରିବ ଏହି…

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟା ୩୦ରେ ବୈଠକ ବସିବ। ବୈଠକରେ ୩ଟିରୁ ଅଧିକ ପ୍ରସ୍ତାବ ଆସିପାରେ। ବିଶ୍ବସ୍ତ ସୁତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଜିଏସ୍ ଟି ଆଇନ ସଂଶୋଧନ ସମ୍ପର୍କିତ ଅଧ୍ୟାଦେଶ ବିଲ୍‌ କୁ  କ୍ୟାବିନେଟ୍ ଅନୁମୋଦନ…

ସନ୍ଧ୍ୟା ୭.୪୫ରେ ଗୁରୁତ୍ବପୂର୍ଣ୍ଣ…

ଭୁବନେଶ୍ବର: ଆଜି ସନ୍ଧ୍ୟା ୭ଟା ୪୫ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଆଡଭୋକେଟ ଜେନେରାଲ ଉପସ୍ଥିତ ରହିବେ। ଏହାଛଡ଼ା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ଉନ୍ନୟନ କମିଶନର ଉପସ୍ଥିତ ରହିବେ। ଆଇନ ସଚିବ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ମଧ୍ୟ…

ଇତିହାସରେ ପ୍ରଥମଥର ପାଇଁ ଲୋକସେବା ଭବନରେ…

ଭୁବନେଶ୍ବର: ବିଧାନସଭାରେ ନୂଆ ଇତିହାସ ସୃଷ୍ଟି କରାଇଲା ମହାମାରୀ କରୋନା ଭାଇରସ୍। କାରଣ ବିଧାନସଭାର ଅସମାପ୍ତ ବଜେଟ ଅଧିବେଶନ ଆଜି ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ବିଭିନ୍ନ ଦଳର ୩୦ ପ୍ରତିଶତ ବିଧାୟକ ବି ଆଜି ଉପସ୍ଥିତ ରହିଛନ୍ତି।…

ଲୋକସେବା ଭବନରେ ହେବ ବଜେଟ୍ ଅଧିବେଶନ

ଭୁବନେଶ୍ବର: ବିଧାନସଭା ଗୃହ ପରିବର୍ତ୍ତେ ଲୋକସଭା କନଭେନସନ୍ ହଲରେ ହେବ ବଜେଟ୍‌ ଅଧିବେଶନ। ମାର୍ଚ୍ଚ ୩୧ ପରିବର୍ତ୍ତେ ମାର୍ଚ୍ଚ ୩୦ରେ ଆସିବ ବ୍ୟୟ ମଞ୍ଜୁରୀ ବିଲ୍। ବିଧାନସଭାର ଜଣେ କର୍ମଚାରୀ ତୃତୀୟ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବାରୁ ସ୍ଥାନ ପରିବର୍ତ୍ତନ ହୋଇଥିବା କହିଛନ୍ତି ବାଚସ୍ପତି…

କରୋନା ସତର୍କତା : ଜ୍ୱର, କାଶ, ଥଣ୍ଡା…

ଭୁବନେଶ୍ବର: ଦିନକୁ ଦିନ ଦେଶରେ କରୋନା ଏହାର କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କରୋନା ପାଇଁ ଲୋକସେବା ଭବନ କର୍ମଚାରୀଙ୍କ ପାଇଁ କଟକଣା ଲାଗୁ ହୋଇଛି। ନିୟମ ମୁତାବକ, କୌଣସି ବ୍ୟକ୍ତିକୁ ଥଣ୍ଡା, ଜ୍ୱର, କାଶ ହେଉଥିଲେ ତାଙ୍କୁ ୪ ଦିନର ଛୁଟି ମିଳିବ। ଏବଂ ସେ ୧୪ ଦିନ ପାଇଁ ହୋମ…

ଆଜି ରାଜ୍ୟ କ୍ୟାବିନେଟ

ଭୁବନେଶ୍ବର: ଆଜି ହେବ କ୍ୟାବିନେଟ ବୈଠକ। ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପୂର୍ବାହ୍ନ ୧୦ଟାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକ ସମ୍ପର୍କରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରୀମାନଙ୍କୁ ଚିଠି ମାଧ୍ୟମରେ…

ସୋମବାର ବସିବ ରାଜ୍ୟ କ୍ୟାବିନେଟ ବୈଠକ,…

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ ସୋମବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ୩୦ ମିନିଟ୍‌ରେ ଏହି ବୈଠକ ଅନୁଷ୍ଠିତ ହେବା ନେଇ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ତେବେ ବିଶ୍ବସ୍ତ ସୂତ୍ରରୁ ମିଳୁଥିବା ସୂଚନା ମୁତାବକ, ସାଧାରଣ ବଣ୍ଟନ…

ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକ ଆରମ୍ଭ

ଭୁବନେଶ୍ବର: ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦର ୨୪ ତମ ବୈଠକ ଆଜି ଆରମ୍ଭ ହୋଇଛି। ଲୋକସଭା ଭବନରେ ଚାଲିଛି ଆଞ୍ଚଳିକ ପରିଷଦ ବୈଠକ। ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହା ଅଧ୍ୟକ୍ଷତା କରିଛନ୍ତି। ବୈଠକରେ ଉପସ୍ଥିତ ଅଛନ୍ତି ପଶ୍ଚିମବଙ୍ଗ ଓ ବିହାରର ମୁଖ୍ୟମନ୍ତ୍ରୀ। ଅନ୍ୟପଟେ ବୈଠକକୁ ଆସିପାରି ନାହାନ୍ତି…