ବର୍ଷର ପ୍ରଥମ କ୍ୟାବିନେଟରେ ୯ଟି…
ଓଏଲ୍ ବ୍ୟୁରୋ: ୨୦୨୫ ବର୍ଷର ପ୍ରଥମ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବରେ ବାଜିଲା ମୋହର। ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାକୁ ୫ ବର୍ଷ ପାଇଁ ଅନୁମୋଦନ ମିଳିଛି। ସୁଭଦ୍ରା ଯୋଜନା, ସୋଲାର ସବସିଡି, ଭିନ୍ନକ୍ଷମଙ୍କ ପାଇଁ ଭତ୍ତା ଭଳି…