୨୨ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର,…
ଓଏଲ୍ ବ୍ୟୁରୋ: ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର । ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୨୨ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଭାଗର ସୂଚନା ଅନୁସାରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…