ଓଡ଼ିଶାର ମାଗୁଣି ଚରଣ କୁଅଁରଙ୍କୁ…
ନୂଆଦିଲ୍ଲୀ: ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୦୬ ଜଣ ପଦ୍ମ ପୁରସ୍କୃତଙ୍କ ମଧ୍ୟରୁ ୫୪ ଜଣଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରିଛନ୍ତି। ଗତ ଜାନୁଆରୀ ୨୬ ତାରିଖରେ ଏହି ପୁରସ୍କାର ଘୋଷଣା କରାଯାଇଥିଲା। ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ…