ଶତ ପ୍ରତିଶତ ମୁଖ୍ୟମନ୍ତ୍ରୀ ହେବାକୁ…
ଓଏଲ୍ ବ୍ୟୁରୋ: ମହାରାଷ୍ଟ୍ର ରାଜନୀତିରେ ଚାଲିଛି ମହାନାଟକ। ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ମହାରାଷ୍ଟ୍ରରେ ରାଜନୈତିକ ତାତି ବଢ଼ିବାରେ ଲାଗିଛି। ଏନସିିପି ନେତା ଅଜିତ ପାଓ୍ବାର ଭାଜପାରେ ମିଶିବା ନେଇ ମହାରାଷ୍ଟ୍ରରୁ ଜାତୀୟ ରାଜନୀତି ପର୍ଯ୍ୟନ୍ତ ଜୋରଦାର ଚର୍ଚ୍ଚା ହେଉଛି। ଏହାରି ଭିତରେ…