Odisha Link
Bridging the Missing Links in Odisha
Browsing Tag

Malkanagiri

ନକ୍ସଲ ଭଉଣୀକୁ ଚିଠି ଲେଖିଲେ ପୁଲିସ ଭାଇ

ମାଲକାନଗିରି : ଛତିଶଗଡ଼ର ସୁକମା ଜିଲ୍ଲା ଅଞ୍ଚଳର ରାମା ବେଟ୍ଟୀ ଓ ତାଙ୍କ ଭଉଣୀ କାନି ବେଟ୍ଟୀ ଦୁହେଁ କିଛି ବର୍ଷ ତଳେ ନକ୍ସଲ ସଙ୍ଗଠନରେ ସାମିଲ ହୋଇଥିଲେ। ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ନକ୍ସଲଙ୍କ ପ୍ରରୋଚନାରେ ସେମାନେ ନକ୍ସଲ ସଙ୍ଗଠନରେ ସାମିଲ ହୋଇଥିଲେ। ହେଲେ ଲାଲ ବାହିନୀରେ ଆଦର୍ଶ ବୋଲି…

ମାଲକାନଗିରିରେ ବନ୍ୟା ସ୍ଥିତି

ମାଲକାନଗିରି: ମାଲକାନଗିରିରେ ଗତ ୩ ଦିନ ଧରି ଲଗାଣ ବର୍ଷା ଲାଗି ରହିଛି। ଯାହା ଫଳରେ ଜିଲ୍ଲାରେ ସ୍ଥିତି ପୁରା ବେହାଲ୍‌। ପ୍ରବଳ ବର୍ଷା ଲାଗି ରହିଥିବାରୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଜିଲ୍ଲାର ପୋଟେରୁ, କାଙ୍କୋରକୋଣ୍ଡା, କନ୍ୟାଶ୍ରମ, ଏମ୍‌ଭି ୯୦, କୋରକୁଣ୍ଡା ଭଳି ସ୍ଥାନରେ ଥିବା ପୋଲ ଉପରେ ବର୍ଷା…

ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ…

ମାଲକାନଗିରି : ମାଲକାନାଗିରିରେ ପୁଣି ମାତିଲେ ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ୨ ଆଦିବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ବିଶାଖାପାଟଣା ଜିଲ୍ଲା କୋରୁକୋଣ୍ଡା ଥାନା ଭିରାଭରମ ଗାଁରେ ଘରେ ପଶି ୨ ଜଣଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ମୃତକ ହେଲେ ପାଙ୍ଗି ସତୀବାବୁ ଓ ଗାମେଲା ଭାସ୍କର ।…