ଆଜି ମାଲକାନଗିରି ବନ୍ଦ
ମାଲକାନଗିରି: କଂଗ୍ରେସ ପକ୍ଷରୁ ଆଜି ମାଲକାନଗିରି ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। କିଛି ଦିନ ପୂର୍ବେ ମାଲକାନଗିରି ଜିଲ୍ଲାପାଳଙ୍କ ପି.ଏଙ୍କ ମୃତ୍ୟୁ ପାଇଁ ଜିଲ୍ଲାପାଳଙ୍କୁ ଦାୟୀ କରି କଂଗ୍ରେସ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।
ଏହି ବନ୍ଦ ପାଳନର ନେତୃତ୍ୱ ନେଉଛନ୍ତି ପିସିସି କାର୍ଯ୍ୟକାରୀ…