Odisha Link
Bridging the Missing Links in Odisha
Browsing Tag

Man Killed Wife

ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ

ନୀଳଗିରି: ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକର ମାଟିଆଳି ପଞ୍ଚାୟତର ଗୋବିନ୍ଦପୁରା ଗ୍ରାମରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ୱାମୀ ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ପିଟିପିଟି ମାରିଦେଇଥିବା ଜଣାପଡିଛି। ମୃତକ ହେଲେ ରବିନ୍ଦ୍ର ସିଂଙ୍କ ସ୍ତ୍ରୀ ସୋମବାରୀ…

ସ୍ତ୍ରୀର ତଣ୍ଟି କାଟିଲା ସ୍ୱାମୀ

ଢେଙ୍କାନାଳ: ସ୍ତ୍ରୀର ତଣ୍ଟି କାଟିଲା ସ୍ୱାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ନାଣ୍ଡିପୋଲିଆ ଗାଁରେ। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀର ତଣ୍ଟି କାଟି ହତ୍ୟା କରିଛି। ମୃତକଙ୍କ ନାଁ ସବିତା ନାୟକ ଓ ଅଭିଯୁକ୍ତଙ୍କ ନାଁ ସୁବାସ ନାୟକ। ଆଜି ସକାଳେ ସୁବାସ ଓ…

ସ୍ତ୍ରୀକୁ ହାଣିବା ପରେ ସ୍ୱାମୀର…

ମୋହନା : ଘରୋଇ କଳିର କରୁଣ ପରିଣତି ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ମୋହନା ବ୍ଲକରେ। ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ହୋଇଥିବା କଳି ଶେଷରେ ଭୟାନକ ରୂପ ଧାରଣ କରିଛି। ଝଗଡ଼ାରେ ଅତିଷ୍ଠ ସ୍ୱାମୀ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି। ପରେ ନିଜେ ମଧ୍ୟ ଦଉଡ଼ି ଦେଇ ଆତ୍ମହତ୍ୟା କରିଛି। ଅଭିଯୁକ୍ତ…