ରାଜ୍ୟ ଔଷଧ ନିଗମ ଗୋଦାମରେ ଭୟଙ୍କର…
ଓଏଲ୍ ବ୍ୟୁରୋ: ସରକାରୀ ମେଡିସିନ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବାରୁ ଜଳିଗଲା ଲକ୍ଷାଧିକ ଟଙ୍କାର ଔଷଧ। ଗତକାଲ ବିଳମ୍ବିତ ରାତିରେ ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ରାଜ୍ୟ ଔଷଧ ନିଗମର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ପ୍ରାୟ ୭ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଥିଲା ଅଗ୍ନିଶମ…