ମାର୍ଚ୍ଚ ମାସରେ ୧୧ ଦିନ ବନ୍ଦ ରହିବ…
ନୂଆଦିଲ୍ଲୀ: ଆସନ୍ତା ମାର୍ଚ୍ଚ ମାସରେ ପଡ଼ୁଥିବା ପର୍ବପର୍ବାଣିକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ କୋଣ ଅନୁକୋଣରେ ବ୍ୟାଙ୍କ ବନ୍ଦ ରହିବ। ମାର୍ଚ୍ଚ ମାସରେ ବ୍ୟାଙ୍କ ୧୧ ଦିନ ବନ୍ଦ ରହିବ।
ଆରବିଆଇ ସୂଚନା ଅନୁଯାୟୀ, ମାର୍ଚ୍ଚ ମାସରେ କିଛି ଅତିରିକ୍ତ ଛୁଟି ଦିବସ ରହିବା କିଛି ଆଞ୍ଚଳିକ ଉତ୍ସବ ପଡ଼ୁଥିବାରୁ…