ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ…
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା। ରାଜ୍ୟରେ ବରିଷ୍ଠ ନାଗରିକମାନଙ୍କୁ କୋଭିଡ ଟିକାକରଣ କରାଯିବ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ବୈଷୟିକ ମୁଖପାତ୍ର ପ୍ରଫେସର ଜୟନ୍ତ ପଣ୍ଡା।
ସେ ସୂଚନା ଦେଇ କହିଛନ୍ତି, ମାର୍ଚ୍ଚ ୧ରୁ ବରିଷ୍ଠ ନାଗରିକମାନଙ୍କୁ କୋଭିଡ…