ଫାଶିକୁ ନେଇ ଆଶାବାଦୀ : ନିର୍ଭୟା ମା
ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ୪ ଦୋଷୀ ମୁକେଶ କୁମାର ସିଂହ (୩୨), ପଓ୍ଵନ ଗୁପ୍ତା (୨୫), ବିନୟ କୁମାର ଶର୍ମା (୨୬) ଓ ଅକ୍ଷୟ କୁମାର (୩୧)ଙ୍କ ଫାଶି ପାଇଁ ଆଜି ଦିଲ୍ଲୀର ପାଟିଆଲା ହାଉସ୍ କୋର୍ଟ ନୂଆ ଡେଥ୍ ଓ୍ଵାରେଣ୍ଟ ଜାରି କରିଛନ୍ତି। ମାର୍ଚ୍ଚ ୩ ସକାଳ ୬ଟାରେ ଫାଶି ପାଇଁ…