କରୋନା ପାଇଁ ବନ୍ଦ ରହିବ ନନ୍ଦନକାନନ
ଭୁବନେଶ୍ବର: କରୋନା ପାଇଁ ବନ୍ଦ ରହିବ ନନ୍ଦନକାନନ। ଆସନ୍ତା ମାର୍ଚ୍ଚ ୩୧ ଯାଏଁ ବନ୍ଦ ରହିବ ନନ୍ଦନକାନନ। ଏନେଇ ନନ୍ଦନକାନନ ଉପ ନିର୍ଦ୍ଦେଶକ ଜୟନ୍ତ ଦାଶ ସୂଚନା ଦେଇଛନ୍ତି। ଗତକାଲି ମୁଖ୍ୟମନ୍ତ୍ରୀ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିବା ସହ ସ୍କୁଲ, କଲେଜ ସହ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ନେଇ…