Odisha Link
Bridging the Missing Links in Odisha
Browsing Tag

Marriage Party

ବାହାଘର ଭୋଜି ଖାଇ ୬୦ ଅସୁସ୍ଥ

ବାରିପଦା: ବାରିପଦା ଷ୍ଟେସନ ବଜାର ଅଞ୍ଚଳରେ ଗତ କାଲି ରାତିରେ ଏକ ବାହାଘର ଭୋଜି ଖାଇ ୬୦ରୁ ଅଧିକ ଅସୁସ୍ଥ ହୋଇ ପଡ଼ିଥିଲେ। ସମସ୍ତ ଅସୁସ୍ଥଙ୍କୁ ବାରିପଦା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ସେଠାରେ ସମସ୍ତେ ବିପଦମୁକ୍ତ ଥିବା ମେଡିକାଲ ପକ୍ଷରୁ କୁହାଯାଇଛି। ସେମାନଙ୍କ ମଧ୍ୟରୁ ଅନେକ ଲୋକ ଆଜି ସକାଳୁ…