ପାଟଣାଗଡ଼ ଗଣହତ୍ୟା ମାମଲାର ପର୍ଦ୍ଦାଫାସ୍
ପାଟଣାଗଡ: ବଲାଙ୍ଗିର ଜିଲ୍ଲା ପାଟଣାଗଡ ଗଣହତ୍ୟା ମାମଲାର ପର୍ଦ୍ଦାଫାସ୍ ହୋଇଛି। ଏହି ମାମଲାରେ ୭ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଏବେ ବି ଆହୁରି ୨ ଅଭିଯୁକ୍ତ ଫେରାର ଅଛନ୍ତି। ଗଣହତ୍ୟାରେ ୯ ଜଣଙ୍କର ସଂପୃକ୍ତି ଥିବା ସ୍ୱତନ୍ତ୍ର ପୋଲିସ ଟିମ୍ ପକ୍ଷରୁ ସୂଚନା ମିଳିଛି।
ଗଣହତ୍ୟା…