ଚମକୁଛି ମଥୁରା, ଜନ୍ମାଷ୍ଟମୀ ପାଇଁ…
ଓଏଲ୍ ବ୍ୟୁରୋ: ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ। ଏଥିପାଇଁ ଉତ୍ସବମୁଖର ପଲ୍ଲୀରୁ ଦିଲ୍ଲୀ। ଏହି ପରିପ୍ରେକ୍ଷୀରେ ଦେଶର ବିଭିନ୍ନ ମଠ ଓ ମନ୍ଦିର ଭଳିକି ଭଳି ରୂପରେ ସଜେଇ ହୋଇଛି। ଜନ୍ମାଷ୍ଟମୀର ମୁଖ୍ୟ ଆକର୍ଷଣ ହେଲେ ପ୍ରଭୁ ଶ୍ରୀ କୃଷ୍ଣ। ହେଲେ ଜନ୍ମାଷ୍ଟମୀର ଅନ୍ୟତମ ମୁଖ୍ୟ ଆକର୍ଷଣ ହେଉଛି ଦହିହାଣ୍ଡି…