ଆସନ୍ତା ସପ୍ତାହରେ ମାଟ୍ରିକ ରେଜଲ୍ଟ
ଭୁବନେଶ୍ବର: ମାଟ୍ରିକ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ଭଲ ଖବର। ବହୁଦିନର ବିଳମ୍ବତା ପରେ ଚଳିତ ମାସ ଶେଷ ଆଡ଼କୁ ବାହାରିବ ମାଟ୍ରିକ ରେଜଲ୍ଟ। ଏ ନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା। ତେବେ କେଉଁ ଦିନ ଫଳ ପ୍ରକାଶ ପାଇବା ସେ ନେଇ ସୂଚନା ଦିଆଯାଇନାହିଁ।…