MDH ମାଲିକ ଧର୍ମପାଲ ଗୁଲାଟିଙ୍କ ପରଲୋକ
ନୂଆଦିଲ୍ଲୀ : MDH ମାଲିକ ମହାଶୟ ଧର୍ମପାଲ ଗୁଲାଟିଙ୍କ ପରଲୋକ। ୯୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଆଜି ଭୋର ସାଢ଼େ ୫ଟାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି। ମିଳିଥିବା ସୂଚନା ଅନୁସାରେ, ଗତ ୩ ସପ୍ତାହ ହେବ ସେ ଦିଲ୍ଲୀର ଏକ ହସ୍ପିଟାଲ୍ରେ ଚିକିତ୍ସିତ ହେଉଥିଲେ।
୧୯୨୨ ମସିହାରେ…