ମୋଦିଙ୍କୁ ନବୀନଙ୍କ ଚିଠି: ୩୮୦ କୋଟି…
ଭୁବନେଶ୍ବର: କରୋନା ସଂକ୍ରମଣ ଭୟରେ ସାରା ଦେଶ ୨୧ ଦିନ ଲକ୍ଡାଉନ୍ ଥିବା ବେଳେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (MGNREGA)ରେ ସାମିଲ ବ୍ୟକ୍ତିଙ୍କୁ ଏହି ୨୧ ଦିନର ବେରୋଜଗାର ଭତ୍ତା ଦେବାପ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଚିଠିରେ…