ମଧ୍ୟାହ୍ନ ଭୋଜନରେ ମୂଷା, ହସ୍ପିଟାଲରେ…
ଲକ୍ଷ୍ନୌ: ପିଲାଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନକୁ ନେଇ ପୁଣି ଥରେ ଉଠିଛି ପ୍ରଶ୍ନ। ଛୋଟ ଛୁଆଙ୍କ ପାଇଁ କିଭଳି ବେପରୁଆ ଭାବରେ ଖାଦ୍ୟ ପ୍ରସ୍ତୁତ କରାଯାଉଛି ତାହାର ଏକ ଜ୍ୱଳନ୍ତ ଉଦାହରଣ ପୁଣି ଥରେ ଦେଖିବାକୁ ମିଳିଛି। ଉତ୍ତରପ୍ରଦେଶର ମୁଜାଫରନଗର ଜିଲ୍ଲାର ଏକ ସରକାରୀ ସ୍କୁଲରେ ମଧ୍ୟାହ୍ନ ଭୋଜନରେ…