Odisha Link
Bridging the Missing Links in Odisha
Browsing Tag

Minister

ଖବରକାଗଜ ବାଣ୍ଟିଲେ ମନ୍ତ୍ରୀ…

ବାଲେଶ୍ୱର: ବାଲେଶ୍ୱର ସଦର ଉପନିର୍ବାଚନ ପ୍ରଚାରରେ ମାତିଛନ୍ତି ନେତା ଓ ମନ୍ତ୍ରୀ। ବାଲେଶ୍ୱର ସହରରେ ଆଜି ସକାଳେ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଛି। ସକାଳ ପ୍ରାୟ ସାଢେ ୬ଟା ସମୟରେ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସାଇକେଲରେ ଘର ଘର ବୁଲି ଖବରକାଗଜ ବାଣ୍ଟିଛନ୍ତି।…

କ୍ବାରାଣ୍ଟିନରେ ରହିଲେ ପ୍ରତାପ ନନା

ଭୁବନେଶ୍ବର: ହୋମ କ୍ବାରାଣ୍ଟନିରେ ରହିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ। ଏନେଇ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି ଶ୍ରୀ ଷଡ଼ଙ୍ଗୀ। ଗତ ୨ ଓ ୩ ତାରିଖରେ ଏକ ସରକାରୀ କାର୍ଯ୍ୟକ୍ରମରେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ ସହ ସେ ମଧ୍ୟ ଯୋଗ ଦେଇଥିଲେ। ତେଣୁ ସୁକାନ୍ତ କୋଭିଡ୍ ପଜିଟିଭ୍ ଥିବା ସ୍ପଷ୍ଟ…

କରୋନା ଲଢ଼େଇ: ମାସ୍କ ସିଲେଇ କରୁଛନ୍ତି…

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ସମୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ କରିବା ପାଇଁ ଶ୍ରମଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି କେନ୍ଦ୍ରମନ୍ତ୍ରୀଙ୍କ ପତ୍ନୀ। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ବତଙ୍କ ପତ୍ନୀ ନୌନନ୍ଦ କନଓ୍ବର ଘରେ ପିଲାମାନଙ୍କ ସହ ମିଶି ମାସ୍କ ପ୍ରସ୍ତୁତିରେ…

ଏଣିକି ବିଦେଶ ଗସ୍ତ ପୂର୍ବରୁ ଅର୍ଥ…

ଭୁବନେଶ୍ବର: ଏଣିକି ବିଦେଶ ଗସ୍ତରେ ଯିବା ପୂର୍ବରୁ ଅର୍ଥ ବିଭାଗକୁ ଅବଗତ କରାଇବେ ମନ୍ତ୍ରୀ,ସାଂସଦ ଓ ବିଧାୟକ। ଏଥିସହିତ ସରକାରୀ ଅଫିସର୍ ମଧ୍ୟ ଏଥିରୁ ବାଦ ପଡ଼ିବେନି। ଗସ୍ତର ତିନି ସପ୍ତାହ ପୂର୍ବରୁ ଏସମ୍ପର୍କରେ ବିଧିବଦ୍ଧ ବିବରଣୀ ଅର୍ଥ ବିଭାଗକୁ ଜଣାଇବାକୁ ଆଜି ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର…

ନିରଞ୍ଜନ ପୂଜାରୀଙ୍କ ନାଁରେ ଅଭିଯୋଗ…

ଭୁବନେଶ୍ୱର: ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନାଁରେ ବିଜେପି ଆଣିଛି ସାଂଘାତିକ ଅଭିଯୋଗ। ମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ବିଭ୍ରାନ୍ତିକର ତଥ୍ୟ ଦେଉଥିବା ଅଭିଯୋଗ କରିଛନ୍ତି ବିଜେପି ବିଧାୟକ ଜୟନାରାୟଣ ମିଶ୍ର। ଏନେଇ ମନ୍ତ୍ରୀଙ୍କ ବିରୋଧରେ ଜୟନାରାୟଣ ମିଶ୍ର ସ୍ୱାଧୀକାର ଭଙ୍ଗ ନୋଟିସ୍ ଆଣିଛନ୍ତି।…

ବଡ଼ଚଣା: ହଠାତ କଲେଜରେ ପହଞ୍ଚିଲେ…

ଯାଜପୁର: ଅଧ୍ୟକ୍ଷ, ଅଧ୍ୟାପକ, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କୁ ଚକିତ କରି ଅଚାନକ ଆଜି ମହାବିଦ୍ୟାଳୟ ପରିସରରେ ପହଞ୍ଚି ଯାଇଥିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ। କୌଣସି ପୂର୍ବସୂଚନା ନ ଦେଇ ମନ୍ତ୍ରୀ ଶ୍ରୀ ସାହୁ ଆଜି ପୂର୍ବାହ୍ନରେ ଯାଜପୁର ଜିଲ୍ଲା ବଡ଼ଚଣାରେ ଥିବା ବିଷ୍ଣୁ ସାମନ୍ତରାୟ…

ପାଟକୁରାରେ ଚେସ୍‌ ଖେଳିଲେ ଅରୁଣ

କେନ୍ଦ୍ରାପଡ଼ା: ପାଟକୁରାରେ ଦଳୀୟ ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ପାଇଁ ପ୍ରଚାର ଅବସରରେ ବିଜୁ ଜନତା ଦଳ (ବିଜେଡି) ବରିଷ୍ଠ ନେତା ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ ଡେରାକୁଣ୍ଡି ଗ୍ରାମରେ ପହଞ୍ଚିଥିଲେ। ଗ୍ରାମର ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ ସେତେବେଳେ ଚେସ୍‌ ଖେଳରେ…

୧୩ ଜିଲ୍ଲାକୁ ମିଳିଲାନି ମନ୍ତ୍ରୀପଦ,…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ୨୦ ଜଣିଆ ମନ୍ତ୍ରୀ ପରିଷଦ ଆଜି ଶପଥ ଗ୍ରହଣ କରିଛନ୍ତି। ମନ୍ତ୍ରୀ ତାଲିକା ଓ ବିଭିନ୍ନ ଜିଲ୍ଲାରୁ ପ୍ରତିନିଧିତ୍ବ ନେଇ ଏବେ ରାଜନୈତିକ ଚର୍ଚ୍ଚା ଜୋର୍‌ ଧରିଛି। ଦୁଇଟି ଜିଲ୍ଲାରୁ ଦୁଇ ଜଣ ଲେଖାଏ ମନ୍ତ୍ରୀ ହୋଇଥିଲା ବେଳେ ମନ୍ତ୍ରିମଣ୍ଡଳରେ ଏଥର…

୨୯ରେ ଶପଥ ନେବେ ନବୀନ, ମନ୍ତ୍ରୀ ପଦ ପାଇଁ…

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ନୂତନ ସରକାର ଆସନ୍ତା ୨୯ ତାରିଖ ଦିନ ଶପଥ ନେବାକୁ ଯାଉଛନ୍ତି। ତାଙ୍କ ମନ୍ତ୍ରିମଣ୍ଡଳରେ କିଏ ସ୍ଥାନ ପାଇବେ ସେଥିନେଇ ଲବି ଆରମ୍ଭ ହୋଇଯାଇଛି। ନବୀନଙ୍କ ବାସଭବନ ନବୀନ ନିବାସରେ ଏଥିପାଇଁ ନେତାଙ୍କ ଭିଡ଼ ଲାଗିଗଲାଣି। ନବୀନଙ୍କୁ ଛାଡ଼ିଦେଲେ…