ନିଖୋଜ ଶିଶୁକନ୍ୟାର ମୃତ ଦେହ ଉଦ୍ଧାର
ଜଳେଶ୍ଵର : ବାଲିଆପାଳ ଥାନା ସୁନ୍ଦରକୋଇଲି ଗାଁର ତିନି ଦିନ ଥରି ନିଖୋଜ ଥିବା ୭ ବର୍ଷ ଶିଶୁକନ୍ୟାର ମୃତ ଦେହ ଉଦ୍ଧାର। ଶିଶୁ କନ୍ୟାର ତଣ୍ଟି କାଟି ହତ୍ୟା କରି ଖାଲରେ ପୋତି ଦେଇ ଥିବା ସୂଚନା ମିଳିଛି। ଏପର୍ଯ୍ୟନ୍ତ ହତ୍ୟାକାଣ୍ଡର ପ୍ରକୃତ କାରଣ ଅସ୍ପଷ୍ଟ ।
ସମ୍ପର୍କୀୟ ମାମୁଁକୁ ଅଟକ ରଖି ପୋଲିସର…