ଆର୍ସେଲର ମିତଲ ଓ ନିପନ ଷ୍ଟିଲର…
ଭୁବନେଶ୍ୱର : ଆର୍ସେଲର ମିତଲ ଓ ନିପନ ଷ୍ଟିଲ୍ କମ୍ପାନୀର ବରିଷ୍ଠ ଅଧିକାରୀ, ଇସ୍ପାତ୍ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକରେ ଯୋଗଦେବା ଅବସରରେ ପାରାଦୀପ ପେଲେଟ୍ ପ୍ଲାଣ୍ଟର କ୍ଷମତା ବୃଦ୍ଧି ଓ କଳିଙ୍ଗନଗର ଷ୍ଟିଲ୍ ହବରେ ପୁଞ୍ଜିନିବେଶ କରିବା ପାଇଁ ଆର୍ସେଲର ମିତଲ ଓ ନିପନ…