କୁଲଦୀପ ସିଂହ ସେଙ୍ଗରଙ୍କୁ ଆଜୀବନ…
ନୂଆଦିଲ୍ଲୀ: ଉନ୍ନାଓ ଅପହରଣ ଓ ଗଣଦୁଷ୍କର୍ମ ମାମଲାରେ ଆଜି ରାୟ ଶୁଣାଇଲେ ଦିଲ୍ଲୀର ତିସହଜାରୀ କୋର୍ଟ। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବିଧାୟକ କୁଲଦୀପ ସେନଗାରଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି ଦିଲ୍ଲୀର ତିସ ହଜାରୀ କୋର୍ଟ। ଏଥିସହ ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦରେ ୨୫ ଲକ୍ଷ ଟଙ୍କା…