ଭୁବନେଶ୍ବରର ୩ କୋଭିଡ୍ ହସ୍ପିଟାଲରେ ମକ୍…
ଭୁବନେଶ୍ବର: ଗତକାଲି କଟକ ଜଗତପୁରସ୍ଥିତ ସଦଗୁରୁ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ପରେ ରାଜ୍ୟ ସରକାର ଭୁବନେଶ୍ବରରେ ଥିବା କୋଭିଡ ହସ୍ପିଟାଲକୁ ନେଇ ଅଧିକ ସଚେତନ ହୋଇ ଉଠିଛନ୍ତି। କୌଣସି ପ୍ରକାର ଦୁର୍ଘଟଣାକୁ ଏଡାଇବା ପାଇଁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ କରିଛନ୍ତି। ଅଗ୍ନିଶମ ବିଭାଗ ପକ୍ଷରୁ…