Odisha Link
Bridging the Missing Links in Odisha
Browsing Tag

Mohan charan Majhi

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ…

ଓଏଲ୍‌ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ମୋଦିଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜାନୁଆରୀ ମାସ ୮ ତାରିଖରେ ଭୁବନେଶ୍ବରରେ ପ୍ରଥମ ଥର ପାଇଁ ପ୍ରବାସୀ ଭାରତୀୟ ଦିବସ ପାଳନ…

ଆଜିଠୁ ୫ ଦିନିଆ ରାଜସ୍ଥାନ ଓ ଦିଲ୍ଲୀ…

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତର ଶେଷ ଦିନ। ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସାମିଲ ହେବେ। ଅପରାହ୍ଣ ୩ଟା ୩୦ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବର ଫେରିଆସିବେ। ସେଠାରୁ ଆଜି ମୁଖ୍ୟମନ୍ତ୍ରୀଙ୍କ ରାଜସ୍ଥାନ ଯିବାର…

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ…

ଓଏଲ୍‌ ବ୍ୟୁରୋ: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ବଲିଉଡ ପ୍ରଯୋଜିକା ଏକତା କପୁର। ଓଡ଼ିଶା ସରକାର ଦି ସାବରମତୀ ରିପୋର୍ଟ ଚଳଚ୍ଚିତ୍ର ଉପରୁ ଟିକସ୍‌ ଛାଡ଼ କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି ଏକତା କପୁର। ଏହା ସହ ଚଳଚ୍ଚିତ୍ର ଦେଖିବାକୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କୁ…

୨ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ ବୈଠକରେ ୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଓଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ବେଳେ ଶିଳ୍ପନୀତିର ଦୁଇଟି ସଂଶୋଧନ…

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ…

ଓଏଲ୍‌ ବ୍ୟୁରୋ: ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟ ବୈଠକ। ଏହି ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତାବଗୁଡ଼ିକ ଉପରେ ଆଲୋଚନା ହେବ। ମିଳିଥିବା ସୂଚନା ଅନୁସାରେ, ଶନିବାର ଅପରାହ୍ନ ୫ଟାରେ…

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ…

ଓଏଲ୍‌ ବ୍ୟୁରୋ: ସାରା ଭାରତ ଆଜି ପାଳନ କରୁଛି ୭୮ ତମ ସ୍ବାଧୀନତା ଦିବସ। ସେଥିପାଇଁ ପଲ୍ଲୀରୁ ଦିଲ୍ଲୀ ଉତ୍ସବ ମୁଖର ହୋଇ ଉଠିଛି। ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୧ଥର ପାଇଁ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଓଡ଼ିଶାରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜାତୀୟ…

୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସେ ଦିଲ୍ଲୀ ଯାଉଥିବା ସୂଚନା ରହିଛି। ନୂଆଦିଲ୍ଲୀସ୍ଥିତ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଆଜି…

“୧୩ ମାସରେ ୧୪୦ ଯୋଜନା ଆଣିଥିଲେ…

ଓଏଲ୍‌ ବ୍ୟୁରୋ: ବଜେଟ୍‌ ଅଧିବେଶନର ୬ଷ୍ଠ ଦିନରେ ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାୟକ ଅମର ନାୟକଙ୍କ ପ୍ରଶ୍ନର ଉତ୍ତର ଦେଇ ପୂର୍ବ ସରକାରର ମୁଖା ଖୋଲିଛନ୍ତି ମୋହନ ଚରଣ ମାଝୀ। ଗୋଟିଏ ବର୍ଷରେ ପୂର୍ବ ସରକାର ୧୪୦ଟି ଯୋଜନୋ ଆଣିଥିଲା ବୋଲି ଗୃହରେ ପ୍ରତିକ୍ରିୟା ରଖିଛନ୍ତି…

ନୀତି ଆୟୋଗ ବୈଠକ: ଓଡ଼ିଶା ପାଇଁ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ବିଜେପି ସରକାର ଆସିବା ପରେ ପ୍ରଥମ ଥର ପାଇଁ ନୀତି ଆୟୋଗର ବୈଠକରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଷ୍ଟ୍ରପତି ଭବନର ସଂସ୍କୃତିକ କେନ୍ଦ୍ରରେପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ବିଭିନ୍ନ ଦାବି ରଖିଛନ୍ତି ମୋହନ ଚରଣ…

କେନ୍ଦୁଝର ଓ ସୋନପୁରରେ ପ୍ରତିଷ୍ଠା ହେବ…

ଓଏଲ୍‌ ବ୍ୟୁରୋ: ରାଜ୍ୟର ଦୁଇଟି ଜିଲ୍ଲାରେ ପ୍ରତିଷ୍ଠା ହେବ ଇ.ଏସ୍‌.ଆଇ ହସ୍ପିଟାଲ। ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝର ଓ ସୋନପୂର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ଇ.ଏସ.ଆଇ ହସ୍ପିଟାଲ ସ୍ଥାପନ…