ମଧ୍ୟପ୍ରଦେଶରେ ଆରମ୍ଭ ହେଲା ମୋହନ ସରକାର
ଓଏଲ୍ ବ୍ୟୁରୋ: ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ। ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏଥିସହିତ ମଧ୍ୟପ୍ରଦେଶର ନୂଆ ସରକାରରେ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେମାନେ ହେଲେ ରାଜେନ୍ଦ୍ର ଶୁକ୍ଳା ଓ ଜଗଦୀଶ…